Masthead

ହଷ୍ଟେଲ ଫି’ଛାଡ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): କରୋନା ଲକଡାଉନ ପାଇଁ ରାଜ୍ୟର ସମସ୍ତ ସରକାରୀ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ ଓ ପଲିଟେକନିକ ୨୦୨୦ ଏପ୍ରିଲରୁ ଡିସେମ୍ବର ଯାଏ ବନ୍ଦ ରହିଥିଲା । ଏହି ସମୟରେ ଛାତ୍ରଛାତ୍ରୀମାନେ ହଷ୍ଟେଲରେ ରହିନଥିଲେ । ଏଥିପାଇଁ ହଷ୍ଟେଲ ଫି’ କୁ ସରକାର ସପୂର୍ଣ୍ଣ ଛାଡ କରିଛନ୍ତି । ଆଜି ବଧାନସଭାରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଏହି ସୂଚନା ଦେଇଛନ୍ତି ।

କରୋନା ମହାମାରୀ ଯୋଗୁଁ ଅନେକ ସାଧାରଣ ଜନତାଙ୍କୁ ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ତେଣୁ ମାନ୍ୟବର ମୁଖ୍ୟମନ୍ତ୍ରୀ ସହୃଦୟତାର ସହିତ ବିଚାର କରି ଏହି ଅନୁଷ୍ଠାନମାନଙ୍କରେ ଅଧ୍ୟୟନରତ ୧୭,୦୧୨ ଛାତ୍ରଛାତ୍ରୀମାନଙ୍କର ହଷ୍ଟେଲ ଫି’ ଆନୁମାନିକ ୫ କୋଟି ୧୦ ଲକ୍ଷ ଟଙ୍କା ଛାଡ଼ କରିବା ପାଇଁ ଆଦେଶ ପ୍ରଦାନ କରିଛନ୍ତି। ଏଥିପାଇଁ ସରକାର ନୀତଗତ ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର