Masthead

ସନ୍ଦେହରେ ଅଧ୍ୟାପିକାଙ୍କ ମୃତ୍ୟୁ

କୃଷ୍ଣପ୍ରସାଦ/ ବ୍ରହ୍ମଗିରି (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ସାତପଡ଼ା ପଞ୍ଚାୟତ କନିଷ୍ଠ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତ୍ୟୁ । ମୃତା ଅଧ୍ୟାପିକା ହେଲେ ଭାନୁମତୀ ପ୍ରଧାନ । ମହାବିଦ୍ୟାଳୟ ଶ୍ରେଣୀ ଗୃହରେ ଫ୍ୟାନରେ ମୃତଦେହ ଓହଳି ଥିବା କଲେଜର ସହକର୍ମୀମାନେ ଦେଖିଥିଲେ । ଘଟଣାସ୍ଥଳରେ ସାତପଡ଼ା ଫାଣ୍ଡି ଓ ବ୍ରହ୍ମଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା