Masthead

ଅଧ୍ୟାପକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣିହାଁ, (ବଡ଼ ଖବର ବ୍ୟୁରୋ): ଅନୁଗୁଳ ଜିଲ୍ଲା କଣିହାଁ ଥାନା ଅନ୍ତର୍ଗତ ସାନକାକୁଡ଼ିଆ ନିକଟରେ ଥିବା ଏକ ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଜଣକ ହେଉଛନ୍ତି ସେହି ଗ୍ରାମର ଉମାକାନ୍ତ ସାମଲ (୨୫)। ସେ କଣିହାଁ ମହାବିଦ୍ୟାଳୟରେ ଅଧ୍ୟାପକ ଭାବେ କାର୍ୟ୍ୟ କରୁଥିଲେ। କଣିହାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି। ଉମାକାନ୍ତ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ସେ ନେଇ ସସପେନ୍ସ ଲାଗି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା