Masthead

ସାମସଙ୍ଗ କଂପାନୀ ମୁଖ୍ୟ ଲି-ଜୋ-ୟୋଙ୍ଗ ଗିରଫ

ଦ.କୋରିଆ(ବଡ଼ ଖବର): ସାମସଙ୍ଗ କଂପାନୀର ମୁଖ୍ୟ ଲି-ଜୋ-ୟୋଙ୍ଗଙ୍କୁ ସିଉଳ କୋର୍ଟ ୨.୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛି । ଲାଞ୍ଚ ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତିଙ୍କୁ ସେ ଲାଞ୍ଚ ଦେଉଥିଲେ । କଂପାନୀକୁ ହାତେଇବା ଅଭିଯୋଗରେ ଲି-ଜୋ-ୟୋଙ୍ଗଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି