ସାମସଙ୍ଗ କଂପାନୀ ମୁଖ୍ୟ ଲି-ଜୋ-ୟୋଙ୍ଗ ଗିରଫ

ଦ.କୋରିଆ(ବଡ଼ ଖବର): ସାମସଙ୍ଗ କଂପାନୀର ମୁଖ୍ୟ ଲି-ଜୋ-ୟୋଙ୍ଗଙ୍କୁ ସିଉଳ କୋର୍ଟ ୨.୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛି । ଲାଞ୍ଚ ଦେବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତିଙ୍କୁ ସେ ଲାଞ୍ଚ ଦେଉଥିଲେ । କଂପାନୀକୁ ହାତେଇବା ଅଭିଯୋଗରେ ଲି-ଜୋ-ୟୋଙ୍ଗଙ୍କୁ ଗିରଫ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!