୧୮ରୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନଭେମ୍ବର ୧୮ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ।  ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶା ବିଧାନସଭାର ୧୭ତମ ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବିଭିନ୍ନ ଜନସ୍ୱାର୍ଥ ମାମଲା, ଉନ୍ନୟନମୂଳକ ଯୋଜନା ଏବଂ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ଏହି ଅଧିବେଶନରେ ଗୃହ ସରଗରମ ହେବାର ସମ୍ଭାବନା ରହିଛି ।

ସପ୍ତଦଶ ବିଧାନସଭାର ଅଷ୍ଟମ ଅଧିବେଶନରେ ରାଜ୍ୟର ଅତିରିକ୍ତ ଖର୍ଚ୍ଚ ପାଇଁ ଅନୁଦାନ ଦାବି ଉପରେ ଆଲୋଚନା ହେବ। ନଭେମ୍ବର ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅତିରିକ୍ତ ବ୍ୟୟ ବିବରଣୀ ସମ୍ପର୍କିତ ଅନୁଦାନ ଦାବି ଉପରେ ଆଲୋଚନା ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ଏହାପରେ ନଭେମ୍ବର ୩୦ ତାରିଖରେ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍‌ ଗୃହରେ ଉପସ୍ଥାପନ ହେବାର କାର୍ଯ୍ୟସୂଚୀ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’