Masthead

ବିଧାନସଭା ଶୀତ ଅଧିବେଶନ, ଆଗତ ହେବ ଅତିରିକ୍ତ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ ।

ସେପଟେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନ କାଳ ରହିଛି । ବିଧାୟକ ମାନେ ଭିନ୍ନ ତାଲିକାଭୁକ୍ତ ପ୍ରଶ୍ନ ମଧ୍ୟ ପଚାରିପାରିବେ ।ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇବେ ଉଭୟ ଶାସକ ଓ ବିରୋଧୀ । କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ। ତେଣୁ ଆଜି ଦ୍ବିତୀୟ ଦିନରେ ଗୃହ ସରଗରମ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ