Masthead

ବିଧାନସଭା ଶୀତ ଅଧିବେଶନ, ଆଗତ ହେବ ଅତିରିକ୍ତ ବଜେଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ ।

ସେପଟେ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି, କ୍ରୀଡା ଓ ଯୁବ ବ୍ୟାପାର, ବୈଷୟିକ ଶିକ୍ଷା, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି, ସାମାଜିକ ସୁରକ୍ଷା ଭଳି ବିଭାଗର ପ୍ରଶ୍ନ କାଳ ରହିଛି । ବିଧାୟକ ମାନେ ଭିନ୍ନ ତାଲିକାଭୁକ୍ତ ପ୍ରଶ୍ନ ମଧ୍ୟ ପଚାରିପାରିବେ ।ଶୂନ୍ୟକାଳରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇବେ ଉଭୟ ଶାସକ ଓ ବିରୋଧୀ । କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ। ତେଣୁ ଆଜି ଦ୍ବିତୀୟ ଦିନରେ ଗୃହ ସରଗରମ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ