Masthead

‘ବିଧାୟକ ଟିଆରପି ବଢେଇବା ପାଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି’

ଭୁବନେଶ୍ୱର( ବଡ ଖବର ବ୍ୟୁରୋ): ଧାନମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଯୋଗାଣ ମନ୍ତ୍ରୀ ରାଜା ସ୍ଵାଇଁ । ବେପାରୀମାନଙ୍କ ଧାନ କିଣିବା ପାଇଁ ସରକାର ଇଛୁକ ନୁହଁନ୍ତି । ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛି । ଦିଲ୍ଲୀରେ କୁହନ୍ତୁ, ଆମ ପଇସା ଦିଅନ୍ତୁ ବୋଲି କହୁନାହାନ୍ତି ବିଜେପି ନେତା । ଚାଷୀକୂଳ ଏମାନଙ୍କୁ ପୁରା ଦେଶରେ ଛି କରିଦେଇଛନ୍ତି । ବେପାରୀ ଜନତା ପାର୍ଟିଙ୍କ ସହ ଚାଷୀ ରହିବେନି ।

ଚାଷୀଙ୍କ ପେଟକୁ ମାରିଛନ୍ତି । ଏବେ ସୁଦ୍ଧା ୧୯ ହଜାର କୋଟି ଟଙ୍କାର ଧାନ କିଣାଯାଇଛି। ସୁବାସ ପାଣିଗ୍ରାହୀ ଟିଆରପି ବଢେଇବା ପାଇଁ ଏଭଳି କରିଛନ୍ତି । ଆମେ ଦାବି କରୁଛୁ କ୍ଷମା ମାଗନ୍ତୁ । ରାଜ୍ୟପାଳ ସଂସ୍ଥା ର ମୁରବି, ପବିତ୍ର ଗୃହର ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଛନ୍ତି, ତେଣୁ ଜଣେଇଛୁ । ଧାନ ୬୧ ଲକ୍ଷ ଟନ ଧାନ ଉଠେଇଛୁ । ବିଜେପି କଂଗ୍ରେସ ଯାହା କରୁଛନ୍ତି ଭୁଲ କରୁଛନ୍ତି ବୋଲି କହିଛନ୍ତି ରାଜା ସ୍ଵାଇଁ ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା