Masthead

‘ବିଧାୟକ ଟିଆରପି ବଢେଇବା ପାଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି’

ଭୁବନେଶ୍ୱର( ବଡ ଖବର ବ୍ୟୁରୋ): ଧାନମଣ୍ଡି ଅବ୍ୟବସ୍ଥା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଯୋଗାଣ ମନ୍ତ୍ରୀ ରାଜା ସ୍ଵାଇଁ । ବେପାରୀମାନଙ୍କ ଧାନ କିଣିବା ପାଇଁ ସରକାର ଇଛୁକ ନୁହଁନ୍ତି । ବିଜେପି କୁମ୍ଭୀର କାନ୍ଦଣା କାନ୍ଦୁଛି । ଦିଲ୍ଲୀରେ କୁହନ୍ତୁ, ଆମ ପଇସା ଦିଅନ୍ତୁ ବୋଲି କହୁନାହାନ୍ତି ବିଜେପି ନେତା । ଚାଷୀକୂଳ ଏମାନଙ୍କୁ ପୁରା ଦେଶରେ ଛି କରିଦେଇଛନ୍ତି । ବେପାରୀ ଜନତା ପାର୍ଟିଙ୍କ ସହ ଚାଷୀ ରହିବେନି ।

ଚାଷୀଙ୍କ ପେଟକୁ ମାରିଛନ୍ତି । ଏବେ ସୁଦ୍ଧା ୧୯ ହଜାର କୋଟି ଟଙ୍କାର ଧାନ କିଣାଯାଇଛି। ସୁବାସ ପାଣିଗ୍ରାହୀ ଟିଆରପି ବଢେଇବା ପାଇଁ ଏଭଳି କରିଛନ୍ତି । ଆମେ ଦାବି କରୁଛୁ କ୍ଷମା ମାଗନ୍ତୁ । ରାଜ୍ୟପାଳ ସଂସ୍ଥା ର ମୁରବି, ପବିତ୍ର ଗୃହର ମର୍ଯ୍ୟାଦା କ୍ଷୁର୍ଣ୍ଣ କରିଛନ୍ତି, ତେଣୁ ଜଣେଇଛୁ । ଧାନ ୬୧ ଲକ୍ଷ ଟନ ଧାନ ଉଠେଇଛୁ । ବିଜେପି କଂଗ୍ରେସ ଯାହା କରୁଛନ୍ତି ଭୁଲ କରୁଛନ୍ତି ବୋଲି କହିଛନ୍ତି ରାଜା ସ୍ଵାଇଁ ।

 

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ