Masthead

ଲେହରେ ଉଡ଼ିଲା ଭାରତର ସବୁଠୁ ବଡ଼ ତ୍ରିରଙ୍ଗା

କାଶ୍ମୀର (ବଡ଼ ଖବର ବ୍ୟୁରୋ): ଲେହରେ ଉଡିଲା ବିଶ୍ୱର ସବୁଠୁ ବଡ ତ୍ରିରଙ୍ଗା । ଯାହା ଖଦିରେ ତିଆରି ହୋଇଛି । ଯାହାର ଲମ୍ବ ୨୨୫ ଫୁଟ ଥିବାବେଳେ ଓସାର ୧୫୦ ଫୁଟ ରହିଛି । ଏହାକୁ ତିଆରି କରିଛନ୍ତି ୫୭ ଇଂଜିନିୟର ରେଜିମେଂଟ । ଯାହାର ଓଜନ ଏକ ହଜାର କେଜି ।

ସ୍ଥଳସେନା ମୁଖ୍ୟ ଓ ଲଦାଖ ଉପରାଜ୍ୟପାଳଙ୍କ ଉପସ୍ଥିତିରେ ପାହାଡ ଶିଖରରେ ଉଡ଼ିଛି । ଯାହା ବିଶ୍ୱର ସବୁଠୁ ବଡ ଖଦି ତ୍ରିରଙ୍ଗା । ଲଦାଖ ଉପରାଜ୍ୟପାଳ ଆର କେ ମାଥୁର କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ । ଏହି ଅବସରରେ ଭାରତୀୟ ସ୍ଥଳସେନା ମୁଖ୍ୟ ଏମଏମ ନରଭଣେ ମଧ୍ୟ ଉପସ୍ଥିତି ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା