Masthead

ଶଙ୍ଖ ଧରିଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ । ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ । ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ । ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ ।

ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି । ଏତେ ଦିନ ଧରି ଦଳ ପାଇଁ କାମ କରିବା ପରେ ବି ଶୀର୍ଷ ନେତୃତ୍ୱର ବିଶ୍ୱାସଭାଜନ ହୋଇପାରିଲେ ନାହିଁ ।ତେଣୁ ବିଜେପି ଛାଡିବାର ନିଷ୍ପତ୍ତି ନେଇଥିବା କହିଛନ୍ତି ଲେଖାଶ୍ରୀ । ବିଜେପିରେ ସବୁଠୁ ଟାଣୁଆ ନେତ୍ରୀ ଥିଲେ ଲେଖାଶ୍ରୀ ସାମନ୍ତସିଂହାର । ତେବେ ହଠାତ୍ ସେ ଦଳ ଛାଡ଼ିବା ଦଳ ପାଇଁ ଏକ ବଡ଼ ଝଟକା ବୋଲି ପାଓ୍ବାର କରିଡରରେ ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା