Masthead

‘୨୩ ବର୍ଷର ବିଫଳତାକୁ ଲୁଚାଇବାପାଇଁ ମିଛ କହୁଛନ୍ତି’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଶିକ୍ଷା ବ୍ୟବସ୍ଥାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି । ୨୩ ବର୍ଷ ବିଫଳତାକୁ ଲୁଚାଇବା ପାଇଁ ନୂଆ ନୂଆ ମିଛ କଥା କହୁଛନ୍ତି । ଯାହା ରିପୋର୍ଟରୁ ସ୍ପଷ୍ଟ ହୋଇଛି । ଏହା ରାଜ୍ୟ ସରକାରଙ୍କ ପାଇଁ ଆଇନା ବୋଲି କହିଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର । ସେ କହିଛନ୍ତି ଏମାନେ ଶାସନ ନୁହେଁ କ୍ଷମତା ଲୋଭରେ ରହୁଛନ୍ତି ।୫ଟି ଟ୍ରାନସଫରମେସନ କେବଳ ଜଣେ ବ୍ୟକ୍ତିଗତ ସହାୟକଙ୍କୁ ନେତା କରିବା ପାଇଁ କରାଯାଇଛି। ସ୍କୁଲରେ ଭିତ୍ତିଭୂମି ଠିକ୍ ନାହିଁ । ଶିକ୍ଷକ ନାହାନ୍ତି, ପାଇଖାନା ନାହିଁ । କେବଳ ସବୁଜ ରଙ୍ଗ ଦେଇ ୫ଟି ବ୍ୟବସ୍ଥା ଆଣି ସଚିବଙ୍କୁ ନେତା କରିବାର ବ୍ୟବସ୍ଥା ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି