Masthead

ଓଡ଼ିଶା ପୋଲିସ କ’ଣ କରୁଥିଲା: ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୁଡ଼ୁ ମୁସିଲିମ ବରଗଡ ଆସିବା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ଗୁଡ୍ଡୁ ମୁସଲିମ ଓଡ଼ିଶା ଆସିଥିବା ଉତ୍ତରପ୍ରଦେଶ ଏସଟିଏଫ ଟିମ ଜାଣିପାରିଲା । ଓଡ଼ିଶା ପୋଲିସ କ’ଣ କରୁଥିଲା ବୋଲି ପ୍ରଶ୍ନ କରିଛନ୍ତି ଲେଖାଶ୍ରୀ ସାମନ୍ତସିଂହାର । ପୋଲିସ ଗୋଇନ୍ଦା ପୁରା ଫେଲ ବୋଲି କହିଛନ୍ତି ।

ଗୁଡ୍ଡୁ ମୁସଲିମର ସହଯୋଗୀ ରାଜା ଖାଁର ଘର ଭଟଲି । ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ସୁଶାନ୍ତ ସିଂଙ୍କ ସହଯୋଗୀ ହେଉଛି ରାଜା ଖାଁ । ଲେଖାଶ୍ରୀ କହିଛନ୍ତି ସୁଶାନ୍ତଙ୍କ ଅପରାଧ ସାମ୍ରାଜ୍ୟର ବଡ କାର୍ଡଟଦାର ହେଉଛି ରାଜା । ଅପରାଧୀମାନେ ଓଡ଼ିଶାକୁ ସୁରକ୍ଷିତ ସ୍ଥାନ ମନେକରି ଏଠାକୁ ଆସୁଛନ୍ତି । ଓଡ଼ିଶାରେ ଅପରାଧୀମାନେ ସୁରକ୍ଷିତ, ମହିଳାମାନେ ଅସୁରକ୍ଷିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ