Masthead

ବିଜେପିର ଦିବାସ୍ୱପ୍ନ ଓ ବିଳିବିଲେଇବା କିଛି ନୂଆ କଥା ନୁହେଁ : ଲେନିନ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଡିଏନ ଗ୍ରୁପ ଉପରେ ଆଇଟି ରେଡ ନେଇ ବିଜେଡି ମୁଖପାତ୍ର ଲେନିନ ମହାନ୍ତିଙ୍କ ପ୍ରତିକ୍ରିୟା । କହିଛନ୍ତି ଓଡ଼ିଶା ବିଜେପି ଏବେ ବହୁତ ବିଳିବିଳାଉଛି । ସେମାନେ ବିଳିବିଳାନ୍ତୁ । ତାହାର ପ୍ରତିକ୍ରିୟା ନାହିଁ । ୫ଟି ଶାସନରେ ଗୁରୁତ୍ୱପୁର୍ଣ ଦିଗ ହେଉଛି ସ୍ୱଛତା । ଡିଏନ ଗ୍ରୁପ ଯଦି ଟିକସ ଫାଙ୍କିଛି, ତାହାଲେ ଆଇଟି ରେଡ ହେଉଛି ଆଉ ହେଉ ।

ଆଇନ ତା ବାଟରେ ଯିବ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ କହିଛନ୍ତି । ବିଜେପିର ଦିବାସ୍ୱପ୍ନ ଓ ବିଳିବିଲେଇବା କିଛି ନୂଆ କଥା ନୁହେଁ । ହତାଶରେ ଅଭିଯୋଗ କରିବାକୁ କେହି ଅଟକାଇ ପାରିବେନି । ସେମାନେ ଜାଣିଛନ୍ତି ଯେ ସେମାନଙ୍କ କିଛି ସ୍ଥିତି ନାହିଁ । ତେଣୁ ବିଳିବିଳାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ