Masthead

ଶପଥ ପାଠ ଉତ୍ସବ ବେଳେ ବୁଲୁଥିଲା ବାଘ ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାଙ୍କ ସହ ଆଉ ୭୧ ଜଣ ମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି । ଏହି ଶପଥ ପାଠ କାର୍ୟ୍ୟକ୍ରମରେ ପଡ଼ୋଶୀ ଦେଶଗୁଡ଼ିକର ମୁଖ୍ୟମାନଙ୍କ ସମେତ ପ୍ରାୟ ୮ ହଜାର ଅତିଥି ଉପସ୍ଥିତ ରହିଥିଲେ।

ରାଷ୍ଟ୍ରପତି ଭବନରେ ଶପଥ ପାଠ କାର୍ୟ୍ୟକ୍ରମରେ ଗୋଟିଏ ଅଜଣା ଜନ୍ତୁ ବୁଲିବାର ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି ଜାହାକି ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିଛି । ଭିଡିଓରେ ଦେଖିବାକୁ ମିଳୁଛି ଯେ ଶପଥ ପାଠ କାର୍ୟ୍ୟକ୍ରମ ଚାଲିଥିବା ବେଳେ ରାଷ୍ଟ୍ରପତି ଭବନର କରିଡରରେ ଗୋଟିଏ ବାଘ ଭଳି ଜନ୍ତୁ ବୁଲୁଛି ଷ୍ଟେଜରେ ସମସ୍ତ ଅତିଥି ବସିଥିବା ବେଳେ ରାଷ୍ଟ୍ରପତି ଭବନର କରିଡରକୁ ବାଘ ଭଳି ଦିଶୁଥିବା ଜନ୍ତୁଟି ଅତିକ୍ରମ କରିବାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ