ଶପଥ ପାଠ ଉତ୍ସବ ବେଳେ ବୁଲୁଥିଲା ବାଘ ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତାଙ୍କ ସହ ଆଉ ୭୧ ଜଣ ମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି । ଏହି ଶପଥ ପାଠ କାର୍ୟ୍ୟକ୍ରମରେ ପଡ଼ୋଶୀ ଦେଶଗୁଡ଼ିକର ମୁଖ୍ୟମାନଙ୍କ ସମେତ ପ୍ରାୟ ୮ ହଜାର ଅତିଥି ଉପସ୍ଥିତ ରହିଥିଲେ।

ରାଷ୍ଟ୍ରପତି ଭବନରେ ଶପଥ ପାଠ କାର୍ୟ୍ୟକ୍ରମରେ ଗୋଟିଏ ଅଜଣା ଜନ୍ତୁ ବୁଲିବାର ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି ଜାହାକି ସମସ୍ତଙ୍କୁ ଆଶ୍ଚର୍ୟ୍ୟ କରିଛି । ଭିଡିଓରେ ଦେଖିବାକୁ ମିଳୁଛି ଯେ ଶପଥ ପାଠ କାର୍ୟ୍ୟକ୍ରମ ଚାଲିଥିବା ବେଳେ ରାଷ୍ଟ୍ରପତି ଭବନର କରିଡରରେ ଗୋଟିଏ ବାଘ ଭଳି ଜନ୍ତୁ ବୁଲୁଛି ଷ୍ଟେଜରେ ସମସ୍ତ ଅତିଥି ବସିଥିବା ବେଳେ ରାଷ୍ଟ୍ରପତି ଭବନର କରିଡରକୁ ବାଘ ଭଳି ଦିଶୁଥିବା ଜନ୍ତୁଟି ଅତିକ୍ରମ କରିବାର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ