Masthead

ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରାଯାଉ : ସତ୍ୟ ପ୍ରକାଶ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣା । ହତ୍ୟାକାଣ୍ଡ ପଛରେ ମୁଖ୍ୟ ଅଭୀଯୁକ୍ତକୁ ସୁରକ୍ଷା ଦେବାରେ ସନ୍ଦେହ ଘେରରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଦିବ୍ୟଶଙ୍କର ମିଶ୍ର ମୟୁରଭଞ୍ଜ ଗସ୍ତ ଥିଲା ହେଲେ ସେ ଗଲେ ନାହିଁ । ଏଥିରୁ ସ୍ପଷ୍ଟ ଯେ ଏବେ ନବୀନ ବାବୁ ଦିବ୍ୟଶଙ୍କରଙ୍କୁ ନିଜ ପାଖରେ ଦେଖିବାକୁ ଚାହୁଁନାହାନ୍ତି । ୨୦୧୩ ରେ ନୂଆ କରି ଗଢି ଉଠିଥିବା ଏକ ସଂସ୍ଥାରେ କେମେଷ୍ଟ୍ରି ପେପର ଲିକ ହୋଇଥିଲା। ଏହାର ଚେର ମହାଲିଙ୍ଗ କଲେଜ ବୋଲି ଜଣା ପଡିଥିଲା।

କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କଲା । ଓ ବଡ଼ ରାକେଟ କାମ କରୁଥିବା କହିଥିଲା । କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ ସମ୍ବାଦିକ ସମ୍ମିଳନୀ କରି କହିଛନ୍ତି କଳାହାଣ୍ଡିରେ ୫ ହଜାରରୁ ଅଧିକ ସ୍କୁଲରେ ପିଲା ବିପଦ ସଂକୁଳ ଅବସ୍ଥାରେ ପଢୁଛନ୍ତି ।ହେଲେ କେଉଁ ପରିସ୍ଥିତିରେ ପଶ୍ଚିମଓଡ଼ିଶା ବିକାଶ ପରିଷଦ ଓ ଏମଏଲଏ ଏମପିଙ୍କୁ ଟଙ୍କା ଦିଆଯାଇଛି ତାହାର ଜବାବ ଦିଅନ୍ତୁ ସରକାର। ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରିବା ସହ ତଦନ୍ତ ପରିସର ଭୁକ୍ତ କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ