ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରାଯାଉ : ସତ୍ୟ ପ୍ରକାଶ ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣା । ହତ୍ୟାକାଣ୍ଡ ପଛରେ ମୁଖ୍ୟ ଅଭୀଯୁକ୍ତକୁ ସୁରକ୍ଷା ଦେବାରେ ସନ୍ଦେହ ଘେରରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଦିବ୍ୟଶଙ୍କର ମିଶ୍ର ମୟୁରଭଞ୍ଜ ଗସ୍ତ ଥିଲା ହେଲେ ସେ ଗଲେ ନାହିଁ । ଏଥିରୁ ସ୍ପଷ୍ଟ ଯେ ଏବେ ନବୀନ ବାବୁ ଦିବ୍ୟଶଙ୍କରଙ୍କୁ ନିଜ ପାଖରେ ଦେଖିବାକୁ ଚାହୁଁନାହାନ୍ତି । ୨୦୧୩ ରେ ନୂଆ କରି ଗଢି ଉଠିଥିବା ଏକ ସଂସ୍ଥାରେ କେମେଷ୍ଟ୍ରି ପେପର ଲିକ ହୋଇଥିଲା। ଏହାର ଚେର ମହାଲିଙ୍ଗ କଲେଜ ବୋଲି ଜଣା ପଡିଥିଲା।

କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କଲା । ଓ ବଡ଼ ରାକେଟ କାମ କରୁଥିବା କହିଥିଲା । କଂଗ୍ରେସ ନେତା ସତ୍ୟ ପ୍ରକାଶ ନାୟକ ସମ୍ବାଦିକ ସମ୍ମିଳନୀ କରି କହିଛନ୍ତି କଳାହାଣ୍ଡିରେ ୫ ହଜାରରୁ ଅଧିକ ସ୍କୁଲରେ ପିଲା ବିପଦ ସଂକୁଳ ଅବସ୍ଥାରେ ପଢୁଛନ୍ତି ।ହେଲେ କେଉଁ ପରିସ୍ଥିତିରେ ପଶ୍ଚିମଓଡ଼ିଶା ବିକାଶ ପରିଷଦ ଓ ଏମଏଲଏ ଏମପିଙ୍କୁ ଟଙ୍କା ଦିଆଯାଇଛି ତାହାର ଜବାବ ଦିଅନ୍ତୁ ସରକାର। ମନ୍ତ୍ରୀଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରିବା ସହ ତଦନ୍ତ ପରିସର ଭୁକ୍ତ କରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’