Masthead

ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲ ତହସିଲଦାର କାର୍ଯ୍ୟକଳାପକୁ ନେଇ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି ଲେଖିଲେ ଜଗତସିଂହପୁର ଜିଲ୍ଲାପାଳ। ତିର୍ତ୍ତୋଲ ଅଞ୍ଚଳରେ ବେଆଇନ ଇଟାଭାଟି ଉଚ୍ଛେଦକୁ ବିଳମ୍ବ ନେଇ ତିର୍ତ୍ତୋଲ ତହସିଲଦାରଙ୍କ ଉପରେ ଜିଲ୍ଲାପାଳ ଅସନ୍ତୋଷ ପ୍ରକାଶ କରିଛନ୍ତି। ତିର୍ତ୍ତୋଲ ତହସିଲଦାର ମହେଶ୍ବର ବେହେରା ଉପରିସ୍ଥ ଅଧିକାରୀଙ୍କ ଆଦେଶକୁ ଅଣଦେଖା କରିଥିବା ଚିଠିରେ ଦର୍ଶାଯାଇଛି। ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗକୁ ଚିଠି ହୋଇଛି।

Image

ତିର୍ତ୍ତୋଲ ଅଞ୍ଚଳରେ ଅନେକ ବେଆଇନ ଇଟାଭାଟି ରହିଛି। ଯାହାର ଅନେକ ଅଭିଯୋଗ ଜିଲ୍ଲାପାଳଙ୍କ ପାଖରେ ହସ୍ତଗତ ହୋଇଛି। ଅନେକ ଇଟାଭାଟି ମାଲିକମାନେ ସରକାରୀ ଜାଗାକୁ ଜବରଦଖଲ କରିବା। ସମସ୍ତ ନିୟମକୁ ଉଲଂଘନ କରିବା ପ୍ରମାଣ ମିଳିଛି। ତିର୍ତ୍ତୋଲ ଅଞ୍ଚଳରେ ଅନେକ ବେଆଇନ ଇଟାଭାଟିକୁ ଭାଙ୍ଗିବା ପାଇଁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପ୍ରଶାନର ନିୟମକୁ ଅବମାନନା କରିଥିବାରୁ ତାଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି ରେ ଦର୍ଶା ଯାଇଛି।

Image

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି 🔴 ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ 🔴 ଇରାନ୍ ନେଉଛି ଭୟଙ୍କର ପ୍ରତିଶୋଧ, ଟାର୍ଗେଟରେ ତୈଳକ୍ଷେତ୍ର 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଆସୁନାହାନ୍ତି ଡ଼ାକ୍ତର, ଫାର୍ମାସିଷ୍ଟ ଲେଖୁଛନ୍ତି ପ୍ରେସ୍କିପସନ୍ 🔴 ଜଗନ୍ନାଥ ବନପ୍ରକଳ୍ପ ନାମରେ ଲକ୍ଷାଧିକ ଟଙ୍କା ହଡ଼ପ 🔴 ଭାରତ ଓ ନ୍ୟୁଜିଲାଣ୍ଡ ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ 🔴 ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି 🔴 ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ପରୀକ୍ଷାକୁ ଯାଉଥିବା କଲେଜ ଛାତ୍ରୀଙ୍କୁ ବ୍ଲେଡ୍‌ରେ ଆକ୍ରମଣ 🔴 ଇରାନ୍ ନେଉଛି ଭୟଙ୍କର ପ୍ରତିଶୋଧ, ଟାର୍ଗେଟରେ ତୈଳକ୍ଷେତ୍ର