Masthead

ମେଘନାଦ ପାଚେରି ଫାଟ ମରାମତି ପାଇଁ ଏଏସଆଇକୁ ଚିଠି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀରର ତୁରନ୍ତ ସ୍ଥାୟୀ ମରାମତି ଏବଂ ପୁନରୁଦ୍ଧାର କରିବାକୁ ଏଏସଆଇକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏଥି ସହ ସହ ପ୍ରାଚୀରର ଏକ ସାମଗ୍ରିକ ବୈଜ୍ଞାନିକ ସର୍ଭେ କରିବାକୁ ମଧ୍ୟ ଏଏସଆଇ ଅଧୀକ୍ଷକଙ୍କୁ ପତ୍ର ଲେଖିଛନ୍ତି ମୁଖ୍ୟ ପ୍ରଶାସକ । ମେଘନାଦ ପ୍ରାଚୀରରେ କେତେକ ଫାଟ ହୋଇଥିବା ନଜରକୁ ଆସିଛି । ଶ୍ରୀମନ୍ଦିର ପ୍ରଶାସନର ନିର୍ମାଣ ବିଭାଗ ପକ୍ଷରୁ ପ୍ରାଥମିକ ଶିଉଳି ଛଡା କାମ ସହ ପାଣି ଝରିବା ରୋକିବାକୁ ପଦକ୍ଷେପ ନିଆଯାଇଛି ।

ଆନନ୍ଦ ବଜାରର ଡ୍ରେନେଜ୍ ବ୍ୟବସ୍ଥା ସୁଧାରିବା ପାଇଁ ଇତି ମଧରେ ଟେଣ୍ଡର୍ ପ୍ରକିୟା ମଧ୍ୟ ହୋଇଛି। ତେବେ ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପ୍ରାଚୀର ମରାମତି ତଥା ପୁନରୁଦ୍ଧାର କାର୍ଯ୍ୟ ଅତି ଶୀଘ୍ର ହାତକୁ ନେବାକୁ ଏଏସଆଇକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ । ଏହି କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ଏଏସଆଇକୁ ପୂର୍ଣ୍ଣ ସହଯୋଗ ଯୋଗାଇଦେବାର ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ