‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାପ୍ରଭୁ ଜଗନ୍ନାଥଙ୍କ ଉପରେ ଆନିମେସନ୍ ଫିଲ୍ମ ପ୍ରସଙ୍ଗ । ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ନିର୍ଣ୍ଣୟକୁ ନେଇ ଗଜପତିଙ୍କୁ ଚିଠି । ଗଜପତିଙ୍କୁ ଚିଠି ଦ୍ବାରା ଅବଗତ କଲେ ମୁକ୍ତିମଣ୍ଡପ ପଣ୍ଡିତ ସଭା । ଗଜପତିଙ୍କ ଶ୍ରୀନହର କାର୍ଯ୍ୟାଳୟ ପକ୍ଷରୁ ମୁକ୍ତିମଣ୍ଡପ ସମ୍ପର୍କିତ ଚିଠି ପ୍ରକାଶ । ଆନିମେସନ ଫିଲ୍ମ ଦ୍ବାରା ଶ୍ରୀଜଗନ୍ନାଥଙ୍କ ପରମ୍ପରା, ସଂସ୍କୃତି ଓ ତତ୍ତ୍ବ ନଷ୍ଟ ହେଉଛି । ଫିଲ୍ମରେ ଜଗନ୍ନାଥଙ୍କୁ ବିକୃତ ଭାବେ ଦର୍ଶାଯାଇଛି । ଏହା ଅକ୍ଷମଣୀୟ ଅପରାଧ ‘ଆଇନ ସମ୍ମତ ନୁହେଁ ଫିଲ୍ମ ରିଲିଜ ବୋଲି ଦର୍ଶାଯାଇଛି । ସମସ୍ତ ମାଧ୍ୟମରେ ଏହାର ପ୍ରସାରଣ ଉପରେ ରୋକ ଲଗାଇବାକୁ ଦାବି । ସୁପ୍ରିମ କୋର୍ଟଙ୍କ ନିଷ୍ପତ୍ତିର ପୁନର୍ବିଚାର ହେବା ଆବଶ୍ୟକ । ପୂର୍ବରୁ ଫିଲ୍ମ ରିଲିଜ୍ ଉପରେ ରୋକ୍ ପାଇଁ ମନା କରିଥିଲେ ସୁପ୍ରିମକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ