Masthead

ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା କାର୍ଯ୍ୟକାରୀ ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର । ୫ ଦଫା ଦାବିପତ୍ର ନେଇ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧକ୍ଷଙ୍କୁ ପ୍ରଦାନ କରାଯାଇଛି । ରାଜ୍ୟ ସରକାର ସବୁ ବର୍ଗର ଲୋକଙ୍କ ଦୁଃଖ ଦୂର କରିବା ପାଇଁ ଭଣ୍ଡାର ଖୋଲି ଦେଇଥିବା ବେଳେ ସାମ୍ବାଦିକଙ୍କ କଥା ଭୁଲି ଯାଇଛନ୍ତି । ତେଣୁ ସାମ୍ବାଦିକଙ୍କ ଦୁଃଖ ମଧ୍ୟ ବୁଝିବାକୁ ଦାବି କରିଛନ୍ତି । ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟକ୍ରମକୁ ସଫଳତାର ସହିତ ଲୋକଙ୍କ ପାଖରେ ପହଞ୍ଚାଇବାରେ ସାମ୍ବାଦିକ ମାନେ ମଧ୍ୟ ବେସ ଭୂମିକା ଗ୍ରହଣ କରୁଛନ୍ତି । ତେଣୁ ସାମ୍ବାଦିକଙ୍କ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ରାଜ୍ୟ ସରକାର ଧ୍ୟାନ ଦେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା