Masthead

ବାୟୁ ପ୍ରଦୂଷଣ କମାଇପାରେ ଆୟୁଷ…

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତ ବିଶ୍ୱର ଅନ୍ୟତମ ସର୍ବାଧିକ ପ୍ରଦୂଷିତ ଦେଶରେ ପରିଣତ ହୋଇଛି । ୨୦୧୯ ସ୍ଥିତି ଭଳି ବାୟୁ ପ୍ରଦୂଷଣ ଲାଗି ରହିଲେ ଉତ୍ତର ଭାରତୀୟଙ୍କ ଆୟୁଷ ୯ ବର୍ଷ କମିଯାଇପାରେ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି ।  ଦିଲ୍ଲୀ ୧ ନମ୍ବରରେ ଥିବା ବେଳେ ଏହାର ପାଖାପାଖି ପହଞ୍ଚିଗଲାଣି ଓଡ଼ିଶା।

ମୁଖ୍ୟତଃ ବାୟୁରେ ଅଧିକ ପରିମାଣର ପାର୍ଟିକ୍ୟୁଲେଟ ମ୍ୟାଟର ୨.୫ ଯୋଗୁଁ ଏହା ସିଧାସଳଖ ଫୁସଫୁସକୁ ପ୍ରଭାବିତ କରିଥାଏ। ଏହି ପରିମାପକରେ ଦେଶର ରାଜଧାନୀ ଦିଲ୍ଲୀ ଥିବା ବେଳେ, ଏହାର ପାଖାପାଖି ପହଞ୍ଚିଗଲାଣି ଓଡ଼ିଶାର ବାୟୁ ପ୍ରଦୂଷଣ। ତେବେ ଓଡ଼ିଶାରେ ବାୟୁ ପ୍ରଦୂଷଣ ମାତ୍ରାକୁ ନେଇ ଯେଉଁ ବିକଳ ଚିତ୍ର ଆସିଛି ସେଥିରେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ ଏବଂ କଟକ ଜିଲ୍ଲା ରହିଛି। ଏସବୁ ଜିଲ୍ଲା ଲୋକଙ୍କର ଆୟୁଷ ପାଖାପାଖି ୯ ବର୍ଷ କମିବାର ଆଶଙ୍କା ରହିଛି। ସେହିପରି ଦେଶରେ ମହାରାଷ୍ଟ୍ର, ଗୁଜରାଟ ଓ ଆନ୍ଧ୍ରପ୍ରଦେଶର ସ୍ଥିତି ମଧ୍ୟ ସଙ୍ଗିନ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା