Masthead

ବାଜିରେ ଲାଗିଛି ଜୀବନ

ଜି ଉଦୟଗିରି(ବଡ଼ ଖବର ବ୍ୟୁରୋ): ଟିକାବାଲି ବ୍ଲକ ପେନାଲ ଗ୍ରାମରେ ଥିବା ନଦୀ ଉପରେ ପୋଲ ନିର୍ମାଣ କରିବା ପାଇଁ ଦାବି ଜୋର ଧରିଛି । ଗ୍ରାମର ଲୋକଙ୍କୁ ଏହି ନଦୀ ଅତିକ୍ରମ କରି ଯିବା ଆସିବା କରିବାକୁ ପଡିଥାଏ । ଗ୍ରାମବାସୀ କାଠ ପକାଇ ଏଠାରେ ଏକ ଅସ୍ଥୟୀ ପୋଲ ନିର୍ମାଣ କରିଥିଲେ । ମାତ୍ର ଏହା ଖରାପ ହୋଇଗଲାଣି । ବହୁଦିନ ତଳେ ପ୍ରଶାସନ ଅଧିକାରୀ ଏଠାରେ ପୋଲ ନିର୍ମାଣ ପାଇଁ ପ୍ରତିଶୃତି ଦେଇଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ କାମ ହୋଇନାହିଁ । ଯାହାଦ୍ୱାରା ଛୋଟ ପିଲା ଓ ବୟଷ୍କ ବ୍ୟକ୍ତିଙ୍କ ପାଇଁ ଏହା ବିପଦ ସୃଷ୍ଟି କରିଛି । ତେବେ ଯଥାଶୀଘ୍ର ପୋଲ କାର୍ଯ୍ୟ ଆରମ୍ଭ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ