Masthead

ବିଦ୍ୟୁତ୍ ଆଘାତରେ ଚାଲିଗଲା ଜୀବନ

ହିଞ୍ଜିଳିକାଟୁ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ୍ ବିଭାଗର ଦାୟିତ୍ୱହୀନତା ଯୋଗୁ ଚାଲିଗଲା ଦୁଇ ଜୀବନ । ଏହିପରି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ । ୧୧ କେଭି ତାର ସଂଷ୍ପର୍ଶରେ ଆସି ପୁରୁଣା ବୁରୁପଦା ଗାମର ହୀନ ସାମଲ ଓ ପତ୍ନୀ ବିଷ୍ଣୁ ସାମଲଙ୍କ ମୃତ୍ୟୁ ଘଟିଛି । ଆଜି ସକାଳ ପ୍ରାୟ ୪ଟା ସମୟରେ ଫୁଲ କୋବି କାଟିବା ପାଇଁ ବିଲକୁ ଯାଇଥିବା ବେଳେ ସେଠାରେ ଥିବା ବିଦ୍ୟୁତ୍ ତାର ଛିଣ୍ଡି ପଡିବାରୁ ଉଭୟେ ସ୍ୱାମୀ ସ୍ତ୍ରୀ ଗୁରୁତର ଆହତ ହୋଇଥିଲେ । ଖବର ପାଇ ପୁଅ ଗୌଡ଼ ସାମଲ ଉଭୟଙ୍କୁ ଉଦ୍ଧାର କରି ହିଞ୍ଜିଳି ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ । ହେଲେ ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ