Masthead

ସାପ କାମୁଡାରେ ଚାଲିଗଲା ଜୀବନ

(ବଡ଼ ଖବର ବ୍ୟୁରୋ):   ସାପ କାମୁଡାରେ ଚାଲିଗଲା ଜୀବନ । ରାଜକନିକା ଗୋପାଳପୁର ଶୁକଦେବପୁର ଗାଁରେ ଖଜୁରୀ ଗଛ ଝାଡୁଥିବା ସମୟରେ ସାପ କାମୁଡ଼ାରେ ଜଣେ ଚମା ଗଛ କଟାଳିର ମୃତ ହୋଇଛି । ତେବେ ମୃତକ ଜଣକ ହେଲେ ରାଜକନିକା ସିୟୁସୁଆ ବର୍ତ୍ତିନି ଗ୍ରାମର ମଧୁ ପାତ୍ରଙ୍କ ପୁଅ ଅରୁଣ ପାତ୍ର ।

ସୂଚନା ଅନୁଯାୟୀ, ଆଜି ଦିନ ଦଶଟା ବେଳେ ଗୋପାଳପୁର ସୁକଦେବ ପୁର ଗ୍ରାମରେ ଖଜୁରି ଗଛ ଛାଡୁଥିବା ସମୟରେ ଆରୁଣଙ୍କୁ ସାପ କାମୁଡି ଦେଇଥିଲା । ପରେ ସେ ଗଛରୁ ତଳକୁ ପଡିଯାଇଥିଲେ । ପରେ ସ୍ଥାନୀୟ ଲୋକେ ତାଙ୍କୁ ରାଜକନିକା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଅରୁଣ ପରିବାରର ଜଣେ ମାତ୍ର ରୋଜଗାରିଆ ପୁଅ ଥିଲେ। ତୁରନ୍ତ ଅରୁଣ ଙ୍କର ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ