Masthead

 ୨୮ରୁ ଲଘୁଚାପ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟାରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ରୁ ୨୯ ତାରିଖ ମଧ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ କୁହାଯାଇଛି। ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉପକୂଳ ଓଡ଼ିଶାର ବାଲେଶ୍ବର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ଆଡ଼କୁ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବ। ଏଥିସହ ୨୮ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ