Masthead

ଆସୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଲଘୁଚାପ । ୨୧ରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୩ରୁ ପ୍ରବଳ ବର୍ଷା । ରବିବାରଠାରୁ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଏହାଛଡ଼ା ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ