Masthead

ବଙ୍ଗୋପସାଗରରେ ଲଘୁଚାପ, ୭ ଜିଲ୍ଲାରେ ମଧ୍ୟମ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ସ୍ପଳ୍ପ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହେବା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି।

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୨ ତାରିଖ ଯାଏ ପାଗରେ ପରିବର୍ତ୍ତନ ହେବ।ଲଘୁଚାପ ଯୋଗୁ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ତେବେ ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ