Masthead

କାଳ ସାଜିଲା ବଜ୍ରାଘାତ, ଚାଲିଗଲା ୪ ଜୀବନ

ବସ୍ତା (ବଡ଼ ଖବର ବ୍ୟୁରୋ):  ବିଲରେ କାମ କରୁଥିବା ବେଳେ ବଜ୍ରାଘାତ । ଧାନ ରୋଉଥିବା ବେଳେ ଚାଲିଗଲା ୪ ଜୀବନ, ୬ ଗୁରୁତର । ଗୁରୁତରଙ୍କୁ ବାଲେଶ୍ୱର ମେଡିକାଲକୁ ସ୍ଥôାନାନ୍ତର । ସୂଚନା ଅନୁସାରେ ଗତକାଲି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରାଘତ ହୋଇଥିଲା । ବସ୍ତା ବ୍ଲକ ବେଲ ଗାଁ, ପଣସାପଡା ଏବଂ ପତ୍ରଝଡା ଗାଁର କିଛି ଲୋକ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ଘଟଣାସ୍ଥଳରେ ୪ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା