Masthead

ଠାକୁର ଦର୍ଶନ ସାରି ଫେରୁଥିବା ବେଳେ ବଜ୍ରାଘାତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ ଗାଁ ପାଖ କପାଖୁଣ୍ଟି ପାହାଡ଼ରୁ ଠାକୁର ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବଜ୍ରାଘାତା ୫ ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ମାନେ ତୁମୁସିଙ୍ଗା ଥାନା ବାରୁଆଁ ଗାଁ ଶବର ସାହିର ବିକାଶ ପଧାନ, କ୍ରିଷ୍ଣା ଦେହୁରୀ, ଆଦିତ୍ୟ ନାହାକ, ଜିତେନ୍ଦ୍ର ଦେହୁରୀ ଓ ବିଶ୍ୱଜିତ ଭୂତିଆ। ଗୁରୁତରଙ୍କୁ ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର ହୋଇ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ରଜ ସଂକ୍ରାନ୍ତି ଥିବାରୁ କପାଖୁଣ୍ଟି ପାହାଡ଼ ଉପରେ ଥିବା ମନ୍ଦିରକୁ ବାରୁଆଁ ଗାଁର ୬ ଜଣ ବ୍ୟକ୍ତି ଦର୍ଶନ କରିବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରେ ଆକାଶ ପ୍ରଧାନ ଦର୍ଶନ ସାରି ଘରକୁ ଫେରି ଆସିଥିଲେ। ଅନ୍ୟ ୫ ଜଣ ବର୍ଷା ହେବା କାରଣରୁ ପଥର ଖୋଲ ଭିତରେ ରହି ଯାଇଥିଲେ। ତେବେ ସେଠାରେ ବଜ୍ରାଘାତ ହେବାରୁ ସମସ୍ତେ ଗୁରୁତର ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି