Masthead

କରୋନା ନେଗେଟିଭ କରୁଛନ୍ତି ଦର୍ଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରୁଛନ୍ତି ରାଜଧାନୀବାସୀ । ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜଧାନୀବାସୀ ଦର୍ଶନ କରିବାର ସୁଯୋଗ ପାଇବେ । ଗତ ଦୁଇ ଦିନ ଧରି ମନ୍ଦିର ବନ୍ଦ ରହିଥିଲା । ନବବର୍ଷକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ଦର୍ଶନ ବନ୍ଦ କରାଯାଇଥିଲା ।

୩ ଦିନ ଧରି ମନ୍ଦିର ସେବାୟତଙ୍କ ପରିବାର ଦର୍ଶନ କରିବା ପରେ ଆଜି ରାଜଧାନୀବାସୀ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବାର ସୁଯୋଗ ପାଇବେ । ଏଥିପାଇଁ କୋଭିଡ଼ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି । ଶୃଙ୍ଖଳିତ ଦର୍ଶନ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ 🔴 ଟ୍ରମ୍ପଙ୍କ ଧମକ ପରେ ଅଚେତ ହୋଇଗଲେ ମୋଜତାବା ଖାମେନେଇ 🔴 ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି 🔴 ହର୍ମୁଜ ପ୍ରଣାଳୀକୁ ନେଇ ଇରାନର ବଡ ଘୋଷଣା 🔴 ଆଜି ବି ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ 🔴 ହିଜବୁଲ୍ଲା ମୁଖ୍ୟ ନଇମ କାସିମ ନିହତ! 🔴 ଆସାମ, କେରଳ ଓ ପୁଡୁଚେରୀରେ ଚାଲିଛି ଭୋଟିଂ 🔴 ଆଜି ବି ପ୍ରବଳ ବର୍ଷିବ 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ 🔴 ଟ୍ରମ୍ପଙ୍କ ଧମକ ପରେ ଅଚେତ ହୋଇଗଲେ ମୋଜତାବା ଖାମେନେଇ 🔴 ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି