Masthead

ଭକ୍ତଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ବନ୍ଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଭକ୍ତଙ୍କ ପାଇଁ ବନ୍ଦ ରହିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର । ଏନେଇ ଆଜି କଟକଣା ଜାରି କରିଛି ବିଏମସି । ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ଭକ୍ତମାନଙ୍କୁ ମନ୍ଦିର ପ୍ରବେଶ ବାରଣ କରାଯାଇଛି ବୋଲି ନିସ୍ପିତ୍ତି ନେଇଛି ବିଏମସି । କିଛି ସେବାୟତ କରୋନା ପଜିଟିଭି ଚିହ୍ନଟ ହେବା ପରେ ଏଭଳି ନିସ୍ପତି ନେଇଛି ବିଏମସି । ଏନେଇ ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚାନ୍ଦ ଚୌଧରୀ ।

ଆଉ ଦୁଇଦିନ ପରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କର ରୁକୁଣା ରଥଯାତ୍ରା । ଏହା ପୁର୍ବରୁ ସେବାୟତଙ୍କର କରୋନା ପରୀକ୍ଷା କରାଯାଇଥିଲା । କିଛି ସେବାୟତଙ୍କ ରିପୋର୍ଟ ପଜିଟିଭି ଆସିଥିବା ଜଣାପଡିଛି । ଯାହାକୁ ନେଇ ବିଏମସି ପକ୍ଷରୁ ଏଭଳି ନିସ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ