Masthead

ମଦ ଦୁର୍ନୀତି ମାମଲା, ଆଜି ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ସିବିଆଇରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ମଦ ଦୁର୍ନୀତି ମାମଲାରେ ଆଜି ସିବିଆଇରେ ହାଜର ହେବେ । ତେବେ ଏଥିପାଇଁ ସିବିଆଇ ମୁଖ୍ୟାଳୟ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମନୀଷ ସିସୋଡିଆଙ୍କ ଗିରଫଦାରୀକୁ ନେଇ ସିଏମ୍ ଅରବିନ୍ଦ କେଜ୍ରିୱାଲ ଆଶଙ୍କା ପ୍ରକାଶ କରିଥିଲେ । ଆପ ନେତା ଅରବିନ୍ଦ କେଜ୍ରିୱାଲ ୨୪ ଫେବୃଆରୀରେ ଏକ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଅରବିନ୍ଦ କେଜ୍ରିୱାଲ ଦାବି କରିଛନ୍ତି ଯେ ସିବିଆଇ ରବିବାର ମନୀଷ ସିସୋଡିଆଙ୍କୁ ଗିରଫ କରିବ । କେଜ୍ରିୱାଲ କହିଛନ୍ତି, ସିବିଆଇ ରବିବାର ମନୀଷ ସିସୋଡିଆଙ୍କୁ ଡାକିଛି। ଆମର ସୂତ୍ରରୁ ପ୍ରକାଶ ଯେ ସେମାନେ ରବିବାର ମନୀଷ ସିସୋଡିଆଙ୍କୁ ଗିରଫ କରିବେ । ସୂଚନା ଅନୁସାରେ ଗତ ରବିବାର ମଧ୍ୟ ପଚରାଉଚରା ପାଇଁ ସିବିଆଇ ମନୀଷ ସିସୋଡିଆଙ୍କୁ ଡାକିଥିଲା, କିନ୍ତୁ ବଜେଟ୍ ଥିବାରୁ ସେ ଉପସ୍ଥିତ ହେଇପାରିବେ ନାହିଁ ବୋଲି ସୂଚନା ଦେଇଥିଲେ । ଯାହା ପରେ ଏଜେନ୍ସି ତାଙ୍କୁ ଫେବୃଆରୀ ୨୬ ରେ ହାଜର ହେବାକୁ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର