Masthead

ଆକ୍ସନ ମୁଡରେ ଭଦ୍ରକ ଅବକାରୀ ବିଭାଗ

ଭଦ୍ରକ, (ବଡ଼ ଖବର ବ୍ୟୁରୋ): ଭଦ୍ରକରେ ଦିନକୁ ଦିନ ନିଶା କରବାର ବଢ଼ିବାରେ ଲାଗିଛି । ପୋଲିସକୁ ଚକମା ଦେଇ ବେଧଡ଼କ ଭାବେ କାରବାର ଚଳାଇଛନ୍ତି ନିଶା ବ୍ୟବସାୟୀ । ଏମିତିକି ପୋଲିସକୁ ମାଡ଼ ମାରିବା ପାଇଁ ମଧ୍ୟ ପଛାଉନାହାନ୍ତି ଏମାନେ । ଦୁଇଦିନ ପୂର୍ବେ ଅବକାରୀ ଇନ୍ସପେକ୍ଟରଙ୍କୁ ମାଡ଼ ଘଟଣା ପରେ ଆକ୍ସନ ମୋଡକୁ ଆସିଛି ଅବକାରୀ ବିଭାଗ । ଆଜି ମିର୍ଜାପୁର ଅଞ୍ଚଳରେ ଚଢ଼ାଉ କରି ବିପୁଳ ଦେଶୀ ମଦ ଜବତ କରାଯାଇଛି । ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ମିର୍ଜାପୁର ଚମାର ସାହିରେ ଚଢ଼ାଉ କରି ୫୦୦ ଲିଟର ଦେଶୀ ମଦ ଜବତ କରିବା ସହ ଜଣେ ମହିଳାଙ୍କ ସମେତ ୬ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ