Masthead

ଆସନ୍ତାକାଲିଠୁ ଦେଢ ମାସ ବନ୍ଦ ରହିବ ମଦ ଦୋକାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବନ୍ଦ ହେବ ମଦ ଦୋକାନ। ଆସନ୍ତାକାଲିଠୁ ଦେଢ ମାସ ବନ୍ଦ ରହିବ ମଦ ଦୋକାନ। ରାଜଧାନୀ ଦିଲ୍ଲୀରେ ସମସ୍ତ ଘରୋଇ ମଦ ଦୋକାନ ବନ୍ଦ ରହିବ। ନୂତନ ଏକ୍ସାଇଜ୍ ପଲିସିକୁ ନେଇ ଦିଲ୍ଲୀ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କେବଳ ସରକାରୀ ମଦ ଦୋକାନ ହିଁ ଖୋଲା ରହିବ। ବର୍ତ୍ତମାନ ଦିଲ୍ଲୀରେ ୭୨୦ରୁ ଅଧିକ ମଦ ଦୋକାନ ଅଛି। ସେଥିମଧ୍ୟରୁ ୨୬୦ଟି ଘରୋଇ ଦୋକାନ ରହିଛି।

ପଲିସି ଅନୁଯାୟୀ, ସମସ୍ତ ୩୨ ଟି ଜୋନ୍‌ରେ ଲାଇସେନ୍ସ ବଣ୍ଟନ ପରେ ବେସରକାରୀ ମଦ ଦୋକାନର ଲାଇସେନ୍ସକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା । ଏହାକୁ ଆଉ ବଢ଼ାଯିବ ନାହିଁ ବୋଲି କୁହାଯାଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଏନେଇ କହିଛନ୍ତି, ନୂତନ ଏକ୍ସାଇଜ୍ ପଲିସି ଅନୁଯାୟୀ ଦିଲ୍ଲୀକୁ ୩୨ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ସେଥିମଧ୍ୟରୁ ୨୦ ଟି ଜୋନ୍‌ରେ ଲାଇସେନ୍ସ ବଣ୍ଟନ ପ୍ରକ୍ରିୟା ସରିଛି।  ଅବଶିଷ୍ଟ ୧୨ଟି ଜୋନରେ କମର୍ସିଆଲ ବିଡ୍ ସରିଛି । ଏନେଇ ଖୁବ୍‌ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା