Masthead

ପ୍ରକାଶ ପାଇବ ଯୁକ୍ତ ୨ ମେଧା ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଯୁକ୍ତ ୨ ନାମ ଲେଖା ପାଇଁ ମେଧା ତାଲିକା । ପୂର୍ବାହ୍ନ ସାଢ଼େ ୧୧ଟା‌ରେ ତାଲିକା ପ୍ରକାଶ ସହ ବିଭିନ୍ନ କଲେଜ କଟ୍‌ ଅଫ୍‌ ମାର୍କ ମଧ୍ୟ ଉପଲବ୍ଧ ହେବ। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ୧୪ରୁ ୨୧ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ନାମଲେଖା ସମୟରେ ଯେପରି କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ, ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।

ନାମ ଲେଖାଇବାକୁ ଯିବା ସମୟରେ ମାସ୍କ ପରିଧାନ, ଥର୍ମାଲ ସ୍କ୍ରିନିଂ, ବିଶୋଧନ ଓ ସାମାଜିକ ଦୂରତା ବଜାୟ ରଖିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଯୁକ୍ତ୨ କଲେଜର ଅଧ୍ୟକ୍ଷଙ୍କୁ କୁହାଯାଇଛି। ପ୍ରତି ଘଣ୍ଟାରେ ଅତିବେଶିରେ ୧୫ଜଣ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇବାକୁ ଅନୁମତି ଦିଆଯିବ। ପୂର୍ବାହ୍ନ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ନାମଲେଖା ହେବ। ପୂର୍ବାହ୍ନ ୯ଟାରୁ ଅପରାହ୍ନ ୧ ଟା ଅପରାହ୍ନ ୧ ଟାରୁ ୫ଟା ଯାଏ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି