Masthead

କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ଲୋକସଭା ନର୍ବାଚନ ପାଇଁ ଚତୁର୍ଥ ପ୍ରର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ଚତୁର୍ଥ ତାଲିକାରେ ଆସାମ, ଆଣ୍ଡାମାନ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତରପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ରାଜସ୍ଥାନ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗର ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

ଗତକାଲି ୧୨ ରାଜ୍ୟର ୪୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଦଳ । ମଧ୍ୟପ୍ରଦେଶର ଗାଜଗଡରୁ ଲଢିବେ ଦିଗବିଜୟ ସିଂ । ସେହିପରି ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ବାରଣାସୀରୁ କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି ଅଜୟ ରାୟ । ତେବେ ବିଏସପିର ପୂର୍ବତନ ନେତା ଡାନିଶ ଅଲ୍ଲୀଙ୍କୁ ପ୍ରାର୍ଥୀ କରିଛି ଦଳ । ଏହାକୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି