Masthead

କଂଗ୍ରେସର ଟିକେଟ୍‌ କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଟିକେଟ୍‌ କସରତ । ଦିଲ୍ଲୀ ଗଲେ ପିସିସି ସଭାପତି । ଆସନ୍ତା ୧୫ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟ ଟିକେଟ ଆସିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। । ଶନିବାର ଶୁକ୍ରବାର ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଶନିବାର ସ୍କ୍ରିନିଂ ଏବଂ ରବିବାର ସିଇସି ବୈଠକରେ ଟିକେଟ୍‌ ନେଇ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

ପୂର୍ବରୁ କଂଗ୍ରେସର ପ୍ରଥମ ଲୋକସଭା ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନୂଆପଡ଼ାରୁ ଟିକେଟ୍‌ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ