Before Header

କଂଗ୍ରେସର ଟିକେଟ୍‌ କସରତ

0 1,154

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର ଟିକେଟ୍‌ କସରତ । ଦିଲ୍ଲୀ ଗଲେ ପିସିସି ସଭାପତି । ଆସନ୍ତା ୧୫ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟ ଟିକେଟ ଆସିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। । ଶନିବାର ଶୁକ୍ରବାର ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଶନିବାର ସ୍କ୍ରିନିଂ ଏବଂ ରବିବାର ସିଇସି ବୈଠକରେ ଟିକେଟ୍‌ ନେଇ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

ପୂର୍ବରୁ କଂଗ୍ରେସର ପ୍ରଥମ ଲୋକସଭା ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନୂଆପଡ଼ାରୁ ଟିକେଟ୍‌ ମିଳିଛି।

Leave A Reply

Your email address will not be published.