Masthead

ମେଗା ପ୍ରକଳ୍ପ ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା

ବିଞ୍ଝାରପୁର(ବଡ଼ ଖବର ବ୍ୟୁରୋ):ମେଗା ପ୍ରକଳ୍ପ ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା, ସର୍ବସାଧାରଣ ରାସ୍ତାକୁ ଗଢିଆରେ ପରିଣତ କଲାଣି ଘରୋଇ ମେଗା କମ୍ପାନୀ । ଯାହାକୁ ନେଇ ଦେଖିବାକୁ ମିଳିଛି ପ୍ରବଳ ଜନ ଅସନ୍ତୋଷ । ସ୍ଥାନୀୟ ଲୋକମାନେ ଆଜି କାମ ବନ୍ଦ କରିବା ସହ ଉପସ୍ଥିତ ଥିବା ମେଗା ଅଧିକାରୀଙ୍କୁ ମାଗିଛନ୍ତି ଜବାବ ।

ବାରମ୍ବାର ଅଭିଯୋଗ ପରେ ବି ରାସ୍ତା ନିର୍ମାଣ କରୁନି ମେଗା କମ୍ପାନୀ । ପାଖାପାଖି ତିନି ବର୍ଷ ହେଲା ଏଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସ୍ଥାନୀୟ ଲୋକେ । ସରକାର ପ୍ରତେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଵାପାଇଁ ବିଂଝାରପୁର ସୟଦପୁର ନିକଟରେ ଚାଲିଥିବା ମେଗା ପ୍ରକଳ୍ପ ନିକଟରେ ଦେଖିବାକୁ ମିଳିଛି ଏଭଳି ଘଟଣା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି