ଡ୍ରେନ ପାଣି ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା

ବିଞ୍ଜାରପୁର(ବଡ଼ ଖବର ବ୍ୟୁରୋ): ଡ୍ରେନ ପାଣି ପାଇଁ ହନ୍ତସନ୍ତ ସ୍ଥାନୀୟ ବାସିନ୍ଦା । ରାସ୍ତାରେ ଜମିରହୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଯାହା ଦ୍ୱାରା ଯାତାୟାତ କରିବା ସମ୍ପୂର୍ଣ ଅସମ୍ଭବ ହୋଇପଡୁଛି । ବର୍ତ୍ତମାନ ବର୍ଷା ଦିନ ଥିବାରୁ ଅଧିକ ଦିନ ପାଣି ଜମିରହିବା ଦ୍ୱାରା ଡେଙ୍ଗୁ ହେବାର ଯଥେଷ୍ଟ ସମ୍ଭାବନା ରହୁଛି ।

ଏପଟେ ବାରମ୍ବାର ଅଭିଯୋଗ ପରେବି ଶୁଣୁନାହାନ୍ତି ସ୍ଥାନୀୟ ସରପଞ୍ଚ ଓ ଉକ୍ତ ବିଭାଗ । ସ୍ଥିତି ଏପରି ହୋଇପଡିଛି ଯେ ପିଲାମାନେ ବିଦ୍ୟାଳୟକୁ ଯିବା ଅସମ୍ଭବ ହୋଇପଡୁଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଦେଖିବାକୁ ମିଳୁଛି ପ୍ରବଳ ଅସନ୍ତୋଷ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ