Masthead

ରାସ୍ତା ମରାମତି କଲେ ସ୍ଥାନୀୟ ଯୁବକ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଆରଡି ମୁଖ୍ୟ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି । ଫଳରେ ଅନେକ ଛୋଟବଡ ଦୁର୍ଘଟଣା ଘଟୁଛି । ପୂର୍ବରୁ ମଧ୍ୟ ଅନେକ ଥର ରାସ୍ତପାଇଁ ଧୂଷୁରୀ ବଜାରରେ ଆନ୍ଦୋଳନ ଓ ରାସ୍ତାରୋକ କରାଯାଇଛି ହେଲେ କୌଣସି ଫଳ ମିଳିନାହିଁ।

ପ୍ରତେକ ଦିନ କେହି ନା କେହି ଯାତ୍ରୀ ଦୁର୍ଘଟଣାର ଶିକାର ହେଇ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ଏହାକୁ ଆଖି ଆଗରେ ରଖି ଧୂଷୁରୀ ଅଞ୍ଚଳର ସ୍ଥାନୀୟ ଯୁବକ ମାନେ ଯେଉଁ ସ୍ଥାନରେ ଅଧିକ ଦୁର୍ଘଟଣା ଘଟୁଛି ସେହି ସ୍ଥାନକୁ ମରାମତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ