Masthead

ମେ ୫ରୁ ସାରା ରାଜ୍ୟରେ ଲକଡାଉନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମେ ୫ରୁ ସାରା ରାଜ୍ୟରେ ଲକଡାଉନ । ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା । ରାଜ୍ୟକୁ ପୁଣି ଫେରିଲା ଲକଡାଉନ । ମେ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲାଗୁ ହେଲା ଲକଡାଉନ । ୧୪ଦିନ ପାଇଁ ବନ୍ଦ ରହିବ ସମ୍ପୂର୍ଣ୍ଣ ରାଜ୍ୟ । ତେବେ ଏଥିରେ ଜରୁରୀକାଳୀନ ସେବା ଜାରି ରହିବ । ସକାଳ ୬ରୁ ୧୨ ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ତେଜରାତି ଦୋକାନ । ଏହି ୬ଘଣ୍ଟା ମଧ୍ୟରେ ଚାଲି ଚାଲି ଲୋକ ମାନେ ଯାଇ ଆଣିପାରିବେ ସାମଗ୍ରୀ । ଗାଡ଼ି ନେଇ ପଦାକୁ ବାହାରିବାକୁ ବାରଣ କରାଯାଇଛି ।

୫ମେ ବୁଧବାର ଠାରୁ ୧୯ ମେ ବୁଧବାର ପର୍ଯ୍ୟନ୍ତ ବଳବତ୍ତର ରହିବ ଏହି ତାଲାବନ୍ଦ । ସେହିପରି ସଟଡାଉନ ସମୟରେ ମଧ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ସନ୍ଧ୍ୟା ୬ରୁ ଲାଗୁ ହୋଇ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଲାଗୁ ରହିବ ସଟଡାଉନ । ମୁଖ୍ୟ ଶାସନ ସଚିବ ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି । ନିୟମ ନମାନିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା