Masthead

ସତ୍ୟସାଇ ସ୍କୁଲରେ ତାଲା, ଦ୍ୱିତୀୟ ଦିନରେ ଆନ୍ଦୋଳନ

କଟକ(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ପହଞ୍ଚିଛି ସତ୍ୟସାଇ ସ୍କୁଲ ଆନ୍ଦୋଳନ । କଟକ କେବିକେ ରୋଡରେ ଥିବା ସତ୍ୟସାଇ ସ୍କୁଲ ପ୍ରଧାନଶିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବିଦ୍ୟାଳୟରେ ତାଲା ପହିବା ପରେ ହଟାହଟା ହୋଇଛନ୍ତି ଛାତ୍ରଛାତ୍ରୀ ଓ ଶିକ୍ଷକ ।

ତେବେ ଶ୍ରୀ ସତ୍ୟସାଇ ସ୍କୁଲରେ ୬୦୦ ରୁ ୭୦୦ ଛାତ୍ରଛାତ୍ରୀ ମାନେ ପାଠ ପଢୁଥିବା ବେଳେ ତାଙ୍କ ଭବିଷ୍ୟତ ସହ ଖେଳା ଯାଉଛି ବୋଲି ଅସନ୍ତୋଷ ପ୍ରକାଶ କରିଛନ୍ତି ଅଭିଭାବକ । ଏ ନେଇ ଦୀର୍ଘଦିନ ହେବ ଶିକ୍ଷକ ମାନେ ତାଙ୍କ ଦରମା ବୃଦ୍ଧି ଦାବି କରି ଆସୁଥିଲେ ସୁଦ୍ଧା ସ୍କୁଲ ମ୍ୟାନେମେଣ୍ଟ ଏ ଦିଗରେ କୌଣସି କର୍ଣ୍ଣପାତ କରୁ ନାହାଁନ୍ତି । ଅନ୍ୟପଟେ ଏହି ଘଟଣା ଉପରେ ପ୍ରଧାନ ଶିକ୍ଷକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ