Masthead

ଆନ୍ଧ୍ରପ୍ରଦେଶରେ ଘୁଞ୍ଚିଲା ଲକଡାଉନ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣକୁ ଦେଖି ବିଭିନ୍ନ ରାଜ୍ୟରେ ଲକଡାଉନ କୋହଳ କରାଯାଉଛି ତ କେଉଁଠି  ଲକଡାଉନ ବଢ଼ାଯାଉଛି। ଏହି କ୍ରମରେ ଆନ୍ଧ୍ରପ୍ରଦେଶରେ ପୁଣି ବଢ଼ିଛି କରୋନା  କର୍ଫ୍ୟୁ। ଜୁନ୍‌ ୨୦ ଯାଏ ଏହି ଅବଧିକୁ ବୃଦ୍ଧି କରିଛନ୍ତି ଆନ୍ଧ୍ର ସରକାର। ଏ ନେଇ ଆନ୍ଧ୍ର ସରକାର ସୋମବାର ପୂର୍ବରୁ ଜାରି ରହିଥିବା କରୋନା କର୍ଫ୍ୟୁ ଅବଧିକୁ ଜୁନ୍ ୨୦ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି।

ତେବେ କରୋନା କର୍ଫ୍ୟୁ ବଢିବା ସହିତ କଟକଣାକୁ କିଛିଟା କୋହଳ ମଧ୍ୟ କରାଯାଇଛି। ନୂତନ ନିୟମ ଅନୁଯାୟୀ, ସକାଳ ୬ ଟାରୁ ଅପରାହ୍ନ ୨ ଟା ପର୍ୟ୍ୟନ୍ତ କର୍ଫ୍ୟୁ କଟକଣାରେ କୋହଳ କରାଯିବ। ଏହାସହିତ ସରକାରୀ କାର୍ୟ୍ୟାଳୟଗୁଡ଼ିକୁ ସକାଳ ୮ ଟାରୁ ୨ ଟା ପର୍ୟ୍ୟନ୍ତ ଖୋଲିବାକୁ ଅନୁମତି ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି