ଦିଲ୍ଲୀରେ ବଢ଼ିଲା ଲକଡାଉନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନାର ଭୟବହତାକୁ ନଜରରେ ରଖି ଦିଲ୍ଲୀରେ ବଢ଼ିଲା ଲକଡାଉନ । ସମସ୍ତଙ୍କ ମତାମତକୁ ଆଧାର କରି ଆଉ ଏକ ସପ୍ତାହ ପର୍ଯ୍ୟନ୍ତ ଲକଡାଉନ ବୃଦ୍ଧି ହୋଇଥିବା ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ତେବେ ଏହି ଲକଡାଉନ ନିୟମ ଆହୁରି କଡ଼ାକଡ଼ି ହେବା ନେଇ ଘୋଷଣା କରିଛନ୍ତି କେଜ୍ରିୱାଲ । ଏହି ସମୟରେ ମେଟ୍ରୋ ସେବାକୁ ବାତିଲ କରାଯିବ ।

ବ୍ୟବସାୟୀ, ମହିଳା, ଓ ଯୁବ ବର୍ଗଙ୍କ ସହ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ କିଛି ଦିନ ମଧ୍ୟରେ ଦିଲ୍ଲୀରେ ପଜିଟିଭ ସଂଖ୍ୟା ୩୫% ରୁ ୨୩%କୁ ହ୍ରାସ ପାଇଛି । ତେବେ ସ୍ଥିତିକୁ ଆହୁରି ସୁଧୁରିବା ବାକି ରହିଛି । ଦିଲ୍ଲୀରେ ସଂକ୍ରମଣ ୧୭ହଜାର ୩୬୪ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୨ ଜଣଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!