Masthead

ଉତ୍ତରପ୍ରଦେଶରେ ବଢ଼ିଲା ଲକଡାଉନ ଅବଧି

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ବୃଦ୍ଧି ହେଲା ଲକଡାଉନ ଅବଧି । ମେ ୧୭ ତାରିଖ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ ଲକଡାଉନକୁ ବୃଦ୍ଧି କରାଯାଇଛି । ଏ ବାବଦରେ ଉତ୍ତରପ୍ରଦେଶର ଏସିଏସ ଇନଫର୍ମେସ ନବନୀତ ସେହଗଲ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଉତ୍ତରପ୍ରଦେଶରେ ଜାରି ହୋଇଥିବା କର୍ଫ୍ୟୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ଆଗରୁ ଉତ୍ତରପ୍ରଦେଶ ଏପ୍ରିଲ ୨୭ପର୍ଯ୍ୟନ୍ତ ଆଂଶିକ କର୍ଫ୍ୟୁ ଜାରି କରିଥିଲା । ପରେ ଏହାର ସମୟସୀମା ମେ ୧୦ ତାରିଖକୁ ବୃଦ୍ଧି କରାଯାଇଥିଲା । ଆଜି ଏହାକୁ ଆଉ ଏକ ସପ୍ତାହ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା