Masthead

ବାଙ୍ଗଲାଦେଶରେ ଲକଡାଉନ

ଢାକା (ବଡ଼ ଖବର):କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବାଙ୍ଗଲାଦେଶରେ ଲକଡାଉନ୍ ଘୋଷଣା ହୋଇଛି। ସୋମବାରଠାରୁ ଏହି ଲକଡାଉନ ଘୋଷଣା ହୋଇଛି। ବଢ଼ୁଥିବା କରୋନା ମାମଲାକୁ ରୋକିବା ପାଇଁ ବାଙ୍ଗଲାଦେଶ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି। ତାଲାବନ୍ଦ ସମୟରେ ସମସ୍ତ ଅଫିସ ଏବଂ କୋର୍ଟ ବନ୍ଦ ରହିବ। କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ଅନ୍ୟ ସବୁ ଦୋକାନ ବଜାର ବନ୍ଦ ରହିବ। କିନ୍ତୁ ଇଣ୍ଡଷ୍ଟ୍ରି ଏବଂ କମ୍ପାନୀ ଚାଲୁ ରହିବ। କରୋନା ଗାଇଡଲାଇନ୍ ଅନୁଯାୟୀ କର୍ମଚାରୀମାନେ କାମ କରିପାରିବେ।

କିଛି ଦିନ ମଧ୍ୟରେ ବାଙ୍ଗଲାଦେଶରେ କରୋନାର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ରେକର୍ଡ ଭାଙ୍ଗିଛି । ଗତବର୍ଷର ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍-ଜୁଲାଇ ମାସରେ ବଢଛି। ତେଣୁ ସଂକ୍ରମଣକୁ ରୋକିବା ପାଇଁ ବାଙ୍ଗଲାଦେଶ ସରକାର ଏଭଳି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ